ଘରେ ପଶି ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର : ଘରେ ପଶି ସୁନା ବ୍ୟବସାୟୀ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ । ବ୍ରହ୍ମପୁର ବଡ଼ବଜାର ଗୌଡ଼ସାହିରେ ରେ ଥିବା ସୁନା ବ୍ୟବସାୟୀ ସତୀଶ କୁମାର ସୁବୁଦ୍ଧି ଓ ତାଙ୍କ ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କରିଛି ଦୁର୍ବୃତ୍ତ । ଆକ୍ରମଣର ଶିକାର ହୋଇଥିବା ଦମ୍ପତିଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି । ତେବେ ଏହି ଘଟଣାରେ କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବଡ଼ବଜାର […]

ଘରେ ପଶି ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ
ଘରେ ପଶି ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର : ଘରେ ପଶି ସୁନା ବ୍ୟବସାୟୀ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ । ବ୍ରହ୍ମପୁର ବଡ଼ବଜାର ଗୌଡ଼ସାହିରେ ରେ ଥିବା ସୁନା ବ୍ୟବସାୟୀ ସତୀଶ କୁମାର ସୁବୁଦ୍ଧି ଓ ତାଙ୍କ ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କରିଛି ଦୁର୍ବୃତ୍ତ । ଆକ୍ରମଣର ଶିକାର ହୋଇଥିବା ଦମ୍ପତିଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି । ତେବେ ଏହି ଘଟଣାରେ କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବଡ଼ବଜାର ପୋଲିସ ପହଂଚି ତଦନ୍ତ ଜାରି ରଖିଛି ।