ଘରେ ବିଦ୍ୟୁତ୍ ତାର ସଜାଡୁଥିବାବେଳେ ମାରିଲା କରେଣ୍ଟ୍: ଚାଲିଗଲା ଜୀବନ
ତିହିଡି,୧୫।୩(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି ଥାନା ଗୁଆମାଳ ପଞ୍ଚାୟତ ଅଧୀନ ସଦାନନ୍ଦପୁର ଗ୍ରାମରେ ଶୁକ୍ରବାର ସକାଳେ ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ରବିନାରାୟଣ ଦାସ(୬୦)। ରବିନାରାୟଣ ତାଙ୍କ ଘରେ ବିଦ୍ୟୁତ୍ ତାର ସଜାଡିବା ବେଳେ ଆଘାତ ପାଇ ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ତିହିଡି ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। The post ଘରେ ବିଦ୍ୟୁତ୍ ତାର ସଜାଡୁଥିବାବେଳେ ମାରିଲା କରେଣ୍ଟ୍: ଚାଲିଗଲା ଜୀବନ appeared first on Dharitri Odia News.
ତିହିଡି,୧୫।୩(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି ଥାନା ଗୁଆମାଳ ପଞ୍ଚାୟତ ଅଧୀନ ସଦାନନ୍ଦପୁର ଗ୍ରାମରେ ଶୁକ୍ରବାର ସକାଳେ ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ରବିନାରାୟଣ ଦାସ(୬୦)। ରବିନାରାୟଣ ତାଙ୍କ ଘରେ ବିଦ୍ୟୁତ୍ ତାର ସଜାଡିବା ବେଳେ ଆଘାତ ପାଇ ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ତିହିଡି ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
The post ଘରେ ବିଦ୍ୟୁତ୍ ତାର ସଜାଡୁଥିବାବେଳେ ମାରିଲା କରେଣ୍ଟ୍: ଚାଲିଗଲା ଜୀବନ appeared first on Dharitri Odia News.