ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର ହିମାଂଶୁ ଲାଲ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବି. ଭିଜନ ପାତ୍ର ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ଅମ୍ଳାନ ଆଦିତ୍ୟ ସେଠୀ, ବି.ସୋହମ ରାଓ ଦୋରା ଏବଂ ଘନଶ୍ୟାମ ନାୟକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ସଫଳତାକୁ ନେଇ କୋଚ୍‌ ସୋମନାଥ ସେଠୀ […] The post ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା appeared first on Dharitri Odia News.

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି।

ଏକାଡେମୀର ହିମାଂଶୁ ଲାଲ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବି. ଭିଜନ ପାତ୍ର ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ଅମ୍ଳାନ ଆଦିତ୍ୟ ସେଠୀ, ବି.ସୋହମ ରାଓ ଦୋରା ଏବଂ ଘନଶ୍ୟାମ ନାୟକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ସଫଳତାକୁ ନେଇ କୋଚ୍‌ ସୋମନାଥ ସେଠୀ ଖୁସିବ୍ୟକ୍ତ କରିବା ସହ କୃତୀ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

The post ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା appeared first on Dharitri Odia News.