ଚକୋଲେଟ୍ କିଣିବାକୁ ଯାଇ ଦୁଷ୍କର୍ମର ଶିକାର ନାବାଳିକା, ଦୋଷୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

ବାଲେଶ୍ଵର ୮।୪: ଚକୋଲେଟ୍ କିଣିବାକୁ ଯାଇ ନାବାଳିକା ଦୋକାନୀ ଦ୍ଵାରା ଦୁଷ୍କର୍ମ ଶିକାର ଘଟଣା । ଦୋକାନୀ ଅଜୟ ବେହେରାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ଆଦେଶ ଦିଆଯାଇଛି । ଜରିମାନା ଅନାଦେୟ ଅଧିକ ୨ ବର୍ଷ   ଜେଲ ଦଣ୍ଡ ଆଦେଶ ଦେଇଛନ୍ତି କୋର୍ଟ । ୧୭ ଜଣ ସାକ୍ଷୀ ଓ ୧୮ଟି ଦଲିଲ ଓ ଦସ୍ତାବିଜକୁ ଆଧାର କରି ରାୟ ଶୁଣାଇଛନ୍ତି ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୂତାର । ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଦୋକାନୀ ଅଜୟ ବେହେରା ନାମରେ  ୩୦/୫/୨୩ରେ ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା ।You Can Read :କଲେକ୍ସନ ଏଜେଣ୍ଟଙ୍କୁ ଭୁଜାଲିରେ ଆକ୍ରମଣ : ୪ ଲକ୍ଷ ୯୦ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ  

ଚକୋଲେଟ୍ କିଣିବାକୁ ଯାଇ ଦୁଷ୍କର୍ମର ଶିକାର ନାବାଳିକା, ଦୋଷୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

ବାଲେଶ୍ଵର ୮।୪: ଚକୋଲେଟ୍ କିଣିବାକୁ ଯାଇ ନାବାଳିକା ଦୋକାନୀ ଦ୍ଵାରା ଦୁଷ୍କର୍ମ ଶିକାର ଘଟଣା । ଦୋକାନୀ ଅଜୟ ବେହେରାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ଆଦେଶ ଦିଆଯାଇଛି । ଜରିମାନା ଅନାଦେୟ ଅଧିକ ୨ ବର୍ଷ   ଜେଲ ଦଣ୍ଡ ଆଦେଶ ଦେଇଛନ୍ତି କୋର୍ଟ । ୧୭ ଜଣ ସାକ୍ଷୀ ଓ ୧୮ଟି ଦଲିଲ ଓ ଦସ୍ତାବିଜକୁ ଆଧାର କରି ରାୟ ଶୁଣାଇଛନ୍ତି ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୂତାର । 

ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଦୋକାନୀ ଅଜୟ ବେହେରା ନାମରେ  ୩୦/୫/୨୩ରେ ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା ।

You Can Read :

କଲେକ୍ସନ ଏଜେଣ୍ଟଙ୍କୁ ଭୁଜାଲିରେ ଆକ୍ରମଣ : ୪ ଲକ୍ଷ ୯୦ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ