ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ

ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ ।  ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ । ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି । ବେଳାଭୂମିରେ ପ୍ରତିଯୋଗୀଙ୍କ ପାଇଁ ଗଦା ହୋଇଛି ବାଲି ।  ଚଳିତବର୍ଷ ୮ ଜଣ ବିଦେଶୀ ବାଲୁକା ଶିଳ୍ପୀ ସାମିଲ୍‌ ହେବେ। ସେଥିପାଇଁ […] The post ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ appeared first on KNews Odisha.

ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ
puri chandrabhaga

ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ ।  ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ । ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି ।

ବେଳାଭୂମିରେ ପ୍ରତିଯୋଗୀଙ୍କ ପାଇଁ ଗଦା ହୋଇଛି ବାଲି ।  ଚଳିତବର୍ଷ ୮ ଜଣ ବିଦେଶୀ ବାଲୁକା ଶିଳ୍ପୀ ସାମିଲ୍‌ ହେବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବରେ ଆଠ ଜଣ ବିଦେଶୀ ବାଲୁକା ଶିଳ୍ପୀଙ୍କ ସମେତ ରାଜ୍ୟ ଓ ରାଜ୍ୟ ବାହାରୁ ୧୨୯ ଜଣ ବାଲୁକା ଶିଳ୍ପୀଙ୍କ ଦ୍ଵାରା ୩୫ଟି ଷ୍ଟଲରେ ଭିନ୍ନ ଭିନ୍ନ ଚିତାକର୍ଷକ ବାଲୁକା କଳା ପ୍ରଦର୍ଶନ କରିବେ ।

The post ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ appeared first on KNews Odisha.