ଚପଲ ଥୋଇ ଭରା ନଦୀକୁ ଡେଇଁ ପଡ଼ିଲେ ଯୁବକ
କେନ୍ଦ୍ରାପଡ଼ା,୧୭।୮: କେନ୍ଦ୍ରାପଡ଼ା ସଦର ଥାନା କରିଲୋପାଟଣା-ବସପୁର ସେତୁ ଉପରୁ ଲୁଣା ନଦୀକୁ ଡେଇଁ ପଡିଛନ୍ତି ଜଣେ ଯୁବକ। ନଦୀକୁ ଡେଇଁ ଯୁବକ ଜଣକ ନିଖୋଜ ହୋଇଯାଇଛନ୍ତି। ମିଳିଥିବା ସୂଚନା ମୁତାବକ, ଯୁବକ ଜଣକ ବସପୁର ପଟୁ ଆସି ବ୍ରିଜ ଉପରେ ଚପଲ ଥୋଇ ନଦୀକୁ ଡେଇଁ ପଡିପଡିଥିଲେ। ପରବର୍ତ୍ତୀ ସମୟରେ ସେ କେଉଁଆଡେ ନିିଖୋଜ ହୋଇଯାଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବୋଟ୍ ସାହାର୍ଯ୍ୟରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ହେଲେ ଯୁବକଙ୍କ କୌଣସି ପତ୍ତା […] The post ଚପଲ ଥୋଇ ଭରା ନଦୀକୁ ଡେଇଁ ପଡ଼ିଲେ ଯୁବକ appeared first on Dharitri Odia News.
କେନ୍ଦ୍ରାପଡ଼ା,୧୭।୮: କେନ୍ଦ୍ରାପଡ଼ା ସଦର ଥାନା କରିଲୋପାଟଣା-ବସପୁର ସେତୁ ଉପରୁ ଲୁଣା ନଦୀକୁ ଡେଇଁ ପଡିଛନ୍ତି ଜଣେ ଯୁବକ। ନଦୀକୁ ଡେଇଁ ଯୁବକ ଜଣକ ନିଖୋଜ ହୋଇଯାଇଛନ୍ତି।
ମିଳିଥିବା ସୂଚନା ମୁତାବକ, ଯୁବକ ଜଣକ ବସପୁର ପଟୁ ଆସି ବ୍ରିଜ ଉପରେ ଚପଲ ଥୋଇ ନଦୀକୁ ଡେଇଁ ପଡିପଡିଥିଲେ। ପରବର୍ତ୍ତୀ ସମୟରେ ସେ କେଉଁଆଡେ ନିିଖୋଜ ହୋଇଯାଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବୋଟ୍ ସାହାର୍ଯ୍ୟରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ହେଲେ ଯୁବକଙ୍କ କୌଣସି ପତ୍ତା ମିଳିପାରି ନାହିଁ।
ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ଯୁବକ ଜଣକ ନଦୀକୁ ଡେଇଁ ପଡିଲେ ତାହା ସ୍ପଷ୍ଟ ହୋଇ ନାହିଁ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
The post ଚପଲ ଥୋଇ ଭରା ନଦୀକୁ ଡେଇଁ ପଡ଼ିଲେ ଯୁବକ appeared first on Dharitri Odia News.