ଚମକାଇଲା ଆଜିର ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ ଦର କେତେ ?
ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୧୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ […] The post ଚମକାଇଲା ଆଜିର ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ ଦର କେତେ ? appeared first on KNews Odisha.

ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୧୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦, ୩୦୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦,୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୩୫୦ ଓ ୯୦,୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ଆହୁରି ପଢ଼ନ୍ତୁ : ଆଜିର ପେଟ୍ରୋଲ ଦର ଅପଡେଟ, ଗାଡ଼ିରେ ତେଲ ପକାଇବା ପୂର୍ବରୁ ଏଠାରେ ଚେକ କରିନିଅନ୍ତୁ
The post ଚମକାଇଲା ଆଜିର ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ ଦର କେତେ ? appeared first on KNews Odisha.