ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଟିକା ଚର୍ମ କର୍କଟ ବିପଦ ଆଶଙ୍କା ୪୯ ପ୍ରତିଶତ ହ୍ରାସ କରୁଥିବା ଦ୍ୱିତୀୟ ପର୍ଯ୍ୟାୟ ଅଧ୍ୟୟନରୁ ଜଣାପଡ଼ିଥିଲା। ବ୍ରିଟେନର ୟୁନିଭର୍ସିଟି କଲେଜ୍‌ ଲଣ୍ଡନ ହସ୍ପିଟାଲରେ ଚର୍ମ କର୍କଟ (ମାଲାନୋମା) ଟିକା ଉପରେ ମାନବ ପରୀକ୍ଷା କରାଯାଉଛି। The post ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ appeared first on Dharitri Odia News.

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଟିକା ଚର୍ମ କର୍କଟ ବିପଦ ଆଶଙ୍କା ୪୯ ପ୍ରତିଶତ ହ୍ରାସ କରୁଥିବା ଦ୍ୱିତୀୟ ପର୍ଯ୍ୟାୟ ଅଧ୍ୟୟନରୁ ଜଣାପଡ଼ିଥିଲା। ବ୍ରିଟେନର ୟୁନିଭର୍ସିଟି କଲେଜ୍‌ ଲଣ୍ଡନ ହସ୍ପିଟାଲରେ ଚର୍ମ କର୍କଟ (ମାଲାନୋମା) ଟିକା ଉପରେ ମାନବ ପରୀକ୍ଷା କରାଯାଉଛି।

The post ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ appeared first on Dharitri Odia News.