ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ
ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଚା’ଦୋକାନଟି ସମ୍ପୂର୍ଣ୍ଣ ଭାଙ୍ଗି ରୁର୍ମାର୍ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ […] The post ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ appeared first on Dharitri Odia News.
ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଛି।
ଅନ୍ୟପକ୍ଷେ ଚା’ଦୋକାନଟି ସମ୍ପୂର୍ଣ୍ଣ ଭାଙ୍ଗି ରୁର୍ମାର୍ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଦୋକାନ ଭିତରେ ଆଉ କିଛି ଲୋକ ଚାପି ହୋଇ ରହିଯାଇଥିବା ସୂଚନା ମିଳିଛି।
The post ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ appeared first on Dharitri Odia News.