ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା
ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସୀମା ବିବାଦ ସମେତ ବିଭିନ୍ନ ପ୍ରସଙ୍ଗରେ କାଜାଖସ୍ତାନର ରାଜଧାନୀ ଆସ୍ଥାନାଠାରେ ଓ୍ବାଙ୍ଗ୍ ୟିଙ୍କ ସହ କଥା ହୋଇଥିଲେ। ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ବାର୍ଷିକ ଶିଖର ସମ୍ମିଳନୀରେ ଦୁଇ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। The post ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା appeared first on Dharitri Odia News.
ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସୀମା ବିବାଦ ସମେତ ବିଭିନ୍ନ ପ୍ରସଙ୍ଗରେ କାଜାଖସ୍ତାନର ରାଜଧାନୀ ଆସ୍ଥାନାଠାରେ ଓ୍ବାଙ୍ଗ୍ ୟିଙ୍କ ସହ କଥା ହୋଇଥିଲେ। ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ବାର୍ଷିକ ଶିଖର ସମ୍ମିଳନୀରେ ଦୁଇ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।
The post ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା appeared first on Dharitri Odia News.