ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ
ବାଲେଶ୍ୱର,୨୪ା୭: ଅବଦୁଲ୍ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍ରୁ ପୃଥ୍ବୀ-୨ ଉତ୍କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ଉତ୍କ୍ଷେପଣ ହୋଇଥିଲା। The post ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ appeared first on Dharitri Odia News.
ବାଲେଶ୍ୱର,୨୪ା୭: ଅବଦୁଲ୍ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍ରୁ ପୃଥ୍ବୀ-୨ ଉତ୍କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ଉତ୍କ୍ଷେପଣ ହୋଇଥିଲା।
The post ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ appeared first on Dharitri Odia News.