ଚାମ୍ପିୟନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୬: ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ପୋଷ୍ଟ କରିଛନ୍ତି। The post ଚାମ୍ପିୟନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୩୦ା୬: ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ପୋଷ୍ଟ କରିଛନ୍ତି।
The post ଚାମ୍ପିୟନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.