ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍ କିଷାନ ଟଙ୍କା
ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଅନ୍ୟପକ୍ଷେ ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ। ଏହି ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ସିଏମ କିଷାନ ଟଙ୍କା ପଠାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସିଏମ୍ କିଷାନ ଟଙ୍କା ପଠାଇଛନ୍ତି । ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଆସିଲା ସିଏମ କିଷାନ ଟଙ୍କା।୧ ହଜାର କୋଟିରୁ ଅଧିକ […] The post ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍ କିଷାନ ଟଙ୍କା appeared first on Dharitri Odia News.
ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଅନ୍ୟପକ୍ଷେ ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ। ଏହି ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ସିଏମ କିଷାନ ଟଙ୍କା ପଠାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସିଏମ୍ କିଷାନ ଟଙ୍କା ପଠାଇଛନ୍ତି ।
୫୦ ଲକ୍ଷ ଚାଷୀଙ୍କ ଖାତାକୁ ଆସିଲା ସିଏମ କିଷାନ ଟଙ୍କା।୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଯାଇଛି। ରାଜ୍ୟସ୍ତରୀୟ କୃଷକ ସମାରୋହରେ ଏହି ଟଙ୍କା ପାଇ ଚାଷୀ ଉପକୃତ ହେବେ ବୋଲି ଚାଷୀଙ୍କ ମହଲରେ ଖୁସିଦେଖିବାକୁ ମିଳିଛି।
ଅନ୍ୟପକ୍ଷେ, ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ କରିଛନ୍ତି। । OUAT ଫାର୍ମରେ ମୁଖ୍ୟମନ୍ତ୍ରୀ ହଳକରି ଧାନ ବୁଣିଛନ୍ତି।
The post ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍ କିଷାନ ଟଙ୍କା appeared first on Dharitri Odia News.