ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ଏନେଇ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଏନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି ହୋଇଛି । ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡ଼ିବ ନାହିଁ। ହେଲେ ୧ରୁ […] The post ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ଏନେଇ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଏନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି ହୋଇଛି ।

୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡ଼ିବ ନାହିଁ। ହେଲେ ୧ରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ ୨ପ୍ରତିଶତ ସୁଧ ଦେବାକୁ ପଡିବ ବୋଲି ଜଣାପଡିଛି।

The post ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.