ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର…
ଛତ୍ରପୁର,୧୦।୧(ଦିଲ୍ଲୀପ ସାମଲ):ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଚାଷୀମାନଙ୍କ ସମସ୍ୟାର ସମାଧାନ କରିବା ସମେତ ୬ଦଫା ଦାବି ନେଇ ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ସ୍ମାରକ ପତ୍ର ପ୍ରଦାନ ବେଳେ ଋଷିକୂଲ୍ୟା ରୟତ ମହାସଭାର ସମ୍ପାଦକ ସିମାଞ୍ଚଳ ନାହାକ, ମିନିମହାପାତ୍ରଙ୍କ ସମେତ ବହୁ ଚାଷୀ ସଂଗଠନର ନେତା ଏବଂ ଚାଷୀ ମାନେ ଉପସ୍ଥିତ ଥିଲେ। The post ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର… appeared first on Dharitri Odia News.
ଛତ୍ରପୁର,୧୦।୧(ଦିଲ୍ଲୀପ ସାମଲ):ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଚାଷୀମାନଙ୍କ ସମସ୍ୟାର ସମାଧାନ କରିବା ସମେତ ୬ଦଫା ଦାବି ନେଇ ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ସ୍ମାରକ ପତ୍ର ପ୍ରଦାନ ବେଳେ ଋଷିକୂଲ୍ୟା ରୟତ ମହାସଭାର ସମ୍ପାଦକ ସିମାଞ୍ଚଳ ନାହାକ, ମିନିମହାପାତ୍ରଙ୍କ ସମେତ ବହୁ ଚାଷୀ ସଂଗଠନର ନେତା ଏବଂ ଚାଷୀ ମାନେ ଉପସ୍ଥିତ ଥିଲେ।
The post ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର… appeared first on Dharitri Odia News.