ଚାହିଦା ଭିତ୍ତିକ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର
ଡେସ୍କ: ସ୍କିଲ୍ ଇଣ୍ଡିଆ କାର୍ଯ୍ୟକ୍ରମ ପାଇଁ କେନ୍ଦ୍ର ସରକାର ୨୦୨୨-୨୩ରୁ ୨୦୨୫-୨୬ ମଧ୍ୟରେ ୮ ହଜାର ୮୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଚାହିଦା ଭିତ୍ତିକ ଦକ୍ଷତା ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି ଏବଂ ସମନ୍ୱୟ ଏବଂ ଗୁଣାତ୍ମକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ। ଶ୍ରୀ ବୈଷ୍ଣବ କହିଛନ୍ତି ଯେ ଜାତୀୟ ସଫେଇ କର୍ମଚାରୀ ଆୟୋଗର କାର୍ଯ୍ୟକାଳ […]

ଡେସ୍କ: ସ୍କିଲ୍ ଇଣ୍ଡିଆ କାର୍ଯ୍ୟକ୍ରମ ପାଇଁ କେନ୍ଦ୍ର ସରକାର ୨୦୨୨-୨୩ରୁ ୨୦୨୫-୨୬ ମଧ୍ୟରେ ୮ ହଜାର ୮୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଚାହିଦା ଭିତ୍ତିକ ଦକ୍ଷତା ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି ଏବଂ ସମନ୍ୱୟ ଏବଂ ଗୁଣାତ୍ମକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ।
ଶ୍ରୀ ବୈଷ୍ଣବ କହିଛନ୍ତି ଯେ ଜାତୀୟ ସଫେଇ କର୍ମଚାରୀ ଆୟୋଗର କାର୍ଯ୍ୟକାଳ ୨୦୨୮ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ସରକାର ଅନୁମୋଦନ କରିଛନ୍ତି। ମନ୍ତ୍ରୀ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ ଦକ୍ଷିଣତଟ ରେଳବାଇ ଜୋନକୁ କାର୍ଯ୍ୟକାଳୀନ ଅନୁମୋଦନ ଦିଆଯାଇଛି ଯାହା ରେଳ ଚଳାଚଳରେ ଦକ୍ଷତା ଆଣିବ। Ashwini Vaishnaw on Safai