ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରି ପାଇବେ ଟଙ୍କା

ଭୁବନେଶ୍ୱର : ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରସ୍ତ ହେବ ଟଙ୍କା। ଏଥିପାଇଁ ନୂଆ ନିର୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ସରକାର ତ୍ୱରିତ ପଦକ୍ଷେପ ନେଉଛନ୍ତି । ୭ଟି ଅନ୍ତରୀଣ ରିପୋର୍ଟରେ ୪ ଲକ୍ଷ ୭୨ ହଜାର ୬୫୧ ଜଣଙ୍କୁ ସୁପାରିଶ କରିଥିଲେ କମିଶନ । ସୋମବାର ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ […]

ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରି ପାଇବେ ଟଙ୍କା
ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରି ପାଇବେ ଟଙ୍କା

ଭୁବନେଶ୍ୱର : ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରସ୍ତ ହେବ ଟଙ୍କା। ଏଥିପାଇଁ ନୂଆ ନିର୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ସରକାର ତ୍ୱରିତ ପଦକ୍ଷେପ ନେଉଛନ୍ତି । ୭ଟି ଅନ୍ତରୀଣ ରିପୋର୍ଟରେ ୪ ଲକ୍ଷ ୭୨ ହଜାର ୬୫୧ ଜଣଙ୍କୁ ସୁପାରିଶ କରିଥିଲେ କମିଶନ । ସୋମବାର ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।