ଚିଟଫଣ୍ଡ କ୍ଷତିଗ୍ରସ୍ତକୁ ଟଙ୍କା ଫେରାଇବାକୁ ପ୍ରସ୍ତୁତି
ଚିଟଫଣ୍ଡ କ୍ଷତିଗ୍ରସ୍ତକୁ ଟଙ୍କା ଫେରାଇବାକୁ ନୂଆ ସରକାର ପ୍ରସ୍ତୁତ କରୁଛନ୍ତି ନୂଆ ନିର୍ଦ୍ଦେଶାବଳୀ। ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବାକୁ ଆସିବ ଏହି ନିର୍ଦ୍ଦେଶାବଳୀ।ଗୃହରେ ଲିଖିତ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।