ଚିଟ୍ଫଣ୍ଡ ସଂସ୍ଥାରେ ଇଡିର ଚଢ଼ାଉ
ଭୁବନେଶ୍ୱର,୮ା୨: ଚିଟ୍ଫଣ୍ଡ ସଂସ୍ଥା ଉପରେ ଗୁରୁବାର ଇଡିର ବଡ଼ଧରଣର ଚଢ଼ାଉ ହୋଇଛି। ଗୋଲ୍ଡେନ୍ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍ ଲିମିଟେଡ୍ ଉପରେ ଏହି ଚଢ଼ାଉ ହୋଇଛି। ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଓଡ଼ିଶା ସମେତ ଦେଶର ୨୦ଟି ସ୍ଥାନରେ ଇଡି ଚଢ଼ାଉ କରିଛି। ଭୁବନେଶ୍ୱର, ଦିଗପହଣ୍ଡି ସମେତ ଓଡ଼ିଶାର ୧୦ଟି ସ୍ଥାନରେ ଚଢ଼ାଉ ଚାଲିଛି। The post ଚିଟ୍ଫଣ୍ଡ ସଂସ୍ଥାରେ ଇଡିର ଚଢ଼ାଉ appeared first on Dharitri Odia News.
ଭୁବନେଶ୍ୱର,୮ା୨: ଚିଟ୍ଫଣ୍ଡ ସଂସ୍ଥା ଉପରେ ଗୁରୁବାର ଇଡିର ବଡ଼ଧରଣର ଚଢ଼ାଉ ହୋଇଛି। ଗୋଲ୍ଡେନ୍ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍ ଲିମିଟେଡ୍ ଉପରେ ଏହି ଚଢ଼ାଉ ହୋଇଛି। ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଓଡ଼ିଶା ସମେତ ଦେଶର ୨୦ଟି ସ୍ଥାନରେ ଇଡି ଚଢ଼ାଉ କରିଛି। ଭୁବନେଶ୍ୱର, ଦିଗପହଣ୍ଡି ସମେତ ଓଡ଼ିଶାର ୧୦ଟି ସ୍ଥାନରେ ଚଢ଼ାଉ ଚାଲିଛି।
The post ଚିଟ୍ଫଣ୍ଡ ସଂସ୍ଥାରେ ଇଡିର ଚଢ଼ାଉ appeared first on Dharitri Odia News.