ଚିଲି ଜଙ୍ଗଲରେ ବ୍ୟାପିଲା ନିଆଁ, ୧୦ ମୃତ

ସାଣ୍ଟିଆଗୋ,୩।୨: ଚିଲି ଜଙ୍ଗଲରେ ବ୍ୟାପକ ଅଗ୍ନିକାଣ୍ଡ ଯୋଗୁଁ ୧୦ଜଣଙ୍କର ମୃତ୍ୟୁ ହୋଇଛି। ନ୍ୟୁଜ ଏଜେନ୍ସି ରଏଟର୍ସ ଏଏଫପିକୁ କହିଛି ଯେ ଶନିବାର ଚିଲିରେ ଜଙ୍ଗଲରେ ଅଗ୍ନିକାଣ୍ଡ ସମ୍ପର୍କରେ ଅଧିକାରୀମାନେ ସୂଚନା ପାଇଥିଲେ। ଏହି ଅଗ୍ନିକାଣ୍ଡରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। The post ଚିଲି ଜଙ୍ଗଲରେ ବ୍ୟାପିଲା ନିଆଁ, ୧୦ ମୃତ appeared first on Dharitri Odia News.

ଚିଲି ଜଙ୍ଗଲରେ ବ୍ୟାପିଲା ନିଆଁ, ୧୦ ମୃତ

ସାଣ୍ଟିଆଗୋ,୩।୨: ଚିଲି ଜଙ୍ଗଲରେ ବ୍ୟାପକ ଅଗ୍ନିକାଣ୍ଡ ଯୋଗୁଁ ୧୦ଜଣଙ୍କର ମୃତ୍ୟୁ ହୋଇଛି। ନ୍ୟୁଜ ଏଜେନ୍ସି ରଏଟର୍ସ ଏଏଫପିକୁ କହିଛି ଯେ ଶନିବାର ଚିଲିରେ ଜଙ୍ଗଲରେ ଅଗ୍ନିକାଣ୍ଡ ସମ୍ପର୍କରେ ଅଧିକାରୀମାନେ ସୂଚନା ପାଇଥିଲେ। ଏହି ଅଗ୍ନିକାଣ୍ଡରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

The post ଚିଲି ଜଙ୍ଗଲରେ ବ୍ୟାପିଲା ନିଆଁ, ୧୦ ମୃତ appeared first on Dharitri Odia News.