ଚେସରେ ବିଶ୍ୱ ଚାମ୍ପିୟନ ହେଲେ ଭାରତର ଡି. ଗୁକେଶ
ଭୁବନେଶ୍ବର: ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଭାବେ ଇତିହାସ ସୃଷ୍ଟି କଲେ ଭାରତର ଡି. ଗୁକେଶ। ଭାରତୀୟ ତାରକା ଗୁକେଶ ଅନ୍ତିମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ ଭାରତୀୟ ଭାବେ ଚେସରେ ବିଶ୍ୱ ଚାମ୍ପିୟନ ହୋଇଛନ୍ତି।