ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ, ଚିଠି ଲେଖି ଜଣାଇଲେ…
ଛତ୍ରପୁର,୯।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟସେବା ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର ଘୋଷଣା କରିଛନ୍ତି। ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ସଚିବ ଶାଲିନୀ ପଣ୍ଡିତ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏ ନେଇ ଜିଲା ପ୍ରଶାସନ ଓ ରୋଗୀ କଲ୍ୟାଣ ସମିତି ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଛତ୍ରପୁର […] The post ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ, ଚିଠି ଲେଖି ଜଣାଇଲେ… appeared first on Dharitri Odia News.
ଛତ୍ରପୁର,୯।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟସେବା ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର ଘୋଷଣା କରିଛନ୍ତି। ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ସଚିବ ଶାଲିନୀ ପଣ୍ଡିତ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏ ନେଇ ଜିଲା ପ୍ରଶାସନ ଓ ରୋଗୀ କଲ୍ୟାଣ ସମିତି ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଓ କମିଟିର ସଦସ୍ୟ/ସଦସ୍ୟାମାନେ ଚିକିତ୍ସାଳୟର ସମସ୍ତ ଡାକ୍ତର ଓ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
The post ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ, ଚିଠି ଲେଖି ଜଣାଇଲେ… appeared first on Dharitri Odia News.