ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ…
ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ, ଏନ୍ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍ଏସି ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକ, ଏନ୍ଏସି ନଗର ବିଜେଡି ସଭାପତି ରଙ୍କନାଥ ପଲାଇ, ପୂର୍ବତନ କାଉନ୍ସିଲର […] The post ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ… appeared first on Dharitri Odia News.
ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ, ଏନ୍ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍ଏସି ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକ, ଏନ୍ଏସି ନଗର ବିଜେଡି ସଭାପତି ରଙ୍କନାଥ ପଲାଇ, ପୂର୍ବତନ କାଉନ୍ସିଲର ଦଣ୍ଡପାଣି ପରିଡା, ବିଜେଡି ଯୁବନେତା ଧରଣୀ ସାହୁ, ନିରଞ୍ଜନ ପରିଡା, ବିଭୂତି ପଳାଇଙ୍କ ସମେତ ସମସ୍ତ କାଉନସିଲର ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକ ବେହେରା ସାନ ବଜାରରୁ ଦଳୀୟ କର୍ମୀ ଓ ନେତୃବୃନ୍ଦଙ୍କ ସହ ବଜାର ଦେଇ ଜୟଶ୍ରୀ ଛକଠାରେ ପହଞ୍ଚି ଦଳୀୟ ସଂଗଠନ ଉପରେ କସରତ କରିଥିଲେ l
The post ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ… appeared first on Dharitri Odia News.