ଛଳନା କଲା ଇସ୍କନ

ଛଳନା କଲା ଇସ୍କନ। ରଥଯାତ୍ରାରୁ ଓହରିବାର ପ୍ରତିଶ୍ରୁତି ପରେ ବି ଆମେରିକାର ହ୍ୟୁଷ୍ଟନରେ ଗଡ଼ାଇଲା ନନ୍ଦିଘୋଷ ସଦୃଶ ରଥ। ଯାହାକୁ ନେଇ ରାଜ୍ୟରେ ଭୀଷଣ ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଗନ୍ନାଥପ୍ରେମୀ ଓ ସେବାୟତ ଇସ୍କନର ଏଭଳି ଛଳନାର ତୀବ୍ର ନିନ୍ଦା କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।