ଛାତିଥରା ବାହାନଗା ରେଳ ଟ୍ରାଜେଡିକୁ ବର୍ଷେ
ଚାହୁଁ ଚାହୁଁ ବାହାନଗା ସିରିଜ୍ ଟ୍ରେନ୍ ଟ୍ରାଜେଡିକୁ ବର୍ଷେ ପୁରିଛି ।ଗତବର୍ଷ ଠିକ୍ ଆଜିର ଦିନରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରିପିଲ ଟ୍ରେନ୍ ଦୃର୍ଘଟଣା। ସେହିଦିନର ଶୁକ୍ରବାର ସାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୃର୍ଘଟଣା ସାରା ବିଶ୍ୱରେ ଚହଳ ପକାଇଥିଲା।