ଛାତ୍ରମାନଙ୍କ ସମସ୍ୟା ନେଇ କଂଗ୍ରେସର ପ୍ରତିବାଦ, ପୋଲିସ-ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ବର ୧୩।୩: ଛାତ୍ରମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତା ଓହ୍ଲାଇଛି ଛାତ୍ର କଂଗ୍ରେସ । କଲେଜରେ ଶିକ୍ଷକ ଅଭାବ, ପରୀକ୍ଷାରେ ବିଭ୍ରାଟ ଭଳି ସମସ୍ୟାକୁ ନେଇ ଛାତ୍ର କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି । ରାଜମହଲ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ବିରାଟ ରାଲି କରି ପ୍ରତିବାଦ କରିଛି ଛାତ୍ର କଂଗ୍ରେସ I ଛାତ୍ରମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତା ଓହ୍ଲାଇଛି ଛାତ୍ର କଂଗ୍ରେସ । କଲେଜରେ ଶିକ୍ଷକ ଅଭାବ, ପରୀକ୍ଷାରେ ବିଭ୍ରାଟ ଭଳି ସମସ୍ୟାକୁ ନେଇ ଛାତ୍ର କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି I ରାଜମହଲ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ବିରାଟ ରାଲି କରି ପ୍ରତିବାଦ କରିଛି ଛାତ୍ର କଂଗ୍ରେସ I ଶିଶୁ ଭବନ ଛକରେ ପୋଲିସ ଏଂବ ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ I ଏହାପରେ ଛାତ୍ର କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଥିଲା ପୋଲିସ I ପୋଲିସ ଉପରକୁ ଟମାଟୋ ମାଡ କରିଥିଲେ ଛାତ୍ର କଂଗ୍ରେସ କର୍ମୀ । You Can Read :ବଢିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ, ମିଳିବ ମାସିକ ୨୦ ହଜାର ଟଙ୍କା
ଭୁବନେଶ୍ବର ୧୩।୩: ଛାତ୍ରମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତା ଓହ୍ଲାଇଛି ଛାତ୍ର କଂଗ୍ରେସ । କଲେଜରେ ଶିକ୍ଷକ ଅଭାବ, ପରୀକ୍ଷାରେ ବିଭ୍ରାଟ ଭଳି ସମସ୍ୟାକୁ ନେଇ ଛାତ୍ର କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି । ରାଜମହଲ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ବିରାଟ ରାଲି କରି ପ୍ରତିବାଦ କରିଛି ଛାତ୍ର କଂଗ୍ରେସ I
ଛାତ୍ରମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତା ଓହ୍ଲାଇଛି ଛାତ୍ର କଂଗ୍ରେସ । କଲେଜରେ ଶିକ୍ଷକ ଅଭାବ, ପରୀକ୍ଷାରେ ବିଭ୍ରାଟ ଭଳି ସମସ୍ୟାକୁ ନେଇ ଛାତ୍ର କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି I ରାଜମହଲ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ବିରାଟ ରାଲି କରି ପ୍ରତିବାଦ କରିଛି ଛାତ୍ର କଂଗ୍ରେସ I ଶିଶୁ ଭବନ ଛକରେ ପୋଲିସ ଏଂବ ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ I ଏହାପରେ ଛାତ୍ର କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଥିଲା ପୋଲିସ I ପୋଲିସ ଉପରକୁ ଟମାଟୋ ମାଡ କରିଥିଲେ ଛାତ୍ର କଂଗ୍ରେସ କର୍ମୀ ।
You Can Read :
ବଢିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ, ମିଳିବ ମାସିକ ୨୦ ହଜାର ଟଙ୍କା