ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ନବୀନ ମାଗିଲେ ନ୍ୟାୟ, ରାଜ୍ୟପାଳଙ୍କ ଲୋଡ଼ିଲେ ହସ୍ତକ୍ଷେପ

ପ୍ରିନ୍ସିପାଲଙ୍କଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ବାରମ୍ବାର ଅଭିଯୋଗ ସତ୍ତ୍ୱେ କିପରି ନ୍ୟାୟ ପାଇବାରୁ ବଞ୍ଚିତ କରାଗଲା ବୋଲି ନବୀନ ପ୍ରଶ୍ନ କରିଛନ୍ତି । ଶେଷ ପ୍ରୟାସ ବିଫଳ ହେବାରୁ ପ୍ରିନ୍ସିପାଲଙ୍କ ଚାମ୍ବର ବାହାରେ ଛାତ୍ରୀ ଜଣକ ଆତ୍ମାହୁତି ଉଦ୍ୟମ କରିଥିବା ନବୀନ ଲେଖିଛନ୍ତି ।

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ନବୀନ ମାଗିଲେ ନ୍ୟାୟ, ରାଜ୍ୟପାଳଙ୍କ ଲୋଡ଼ିଲେ ହସ୍ତକ୍ଷେପ
Array