ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ ଶୁଭ ଉଦଘାଟନ

ସିମୁଳିଆ: ନୂତନ ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସୂଚନାରୁ ପ୍ରକାଶ ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକ୍ ମାର୍କୋଣା ନୀଳକଣ୍ଠେଶ୍ବର ମନ୍ଦିର ପରିସରରେ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ କମିଟି ପକ୍ଷରୁ ଏକ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟର ଶୁଭ ଉଦଘାଟନ ହୋଇଯାଇଛି। ଉଦଘାଟକ ଭାବେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଯୋଗ ଦେଇଥିଲେ। ଏହି ଅବସରରେ ତାଙ୍କର ଧର୍ମପତ୍ନୀ କୁନ୍ତଳା କୁମାରୀ ପଣ୍ଡା, ଯୂବନେତା ଡା. ଅଣୁମାଧବ ପଣ୍ଡା, ଯୂବନେତା […]

ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ ଶୁଭ ଉଦଘାଟନ

ସିମୁଳିଆ: ନୂତନ ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସୂଚନାରୁ ପ୍ରକାଶ ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକ୍ ମାର୍କୋଣା ନୀଳକଣ୍ଠେଶ୍ବର ମନ୍ଦିର ପରିସରରେ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ କମିଟି ପକ୍ଷରୁ ଏକ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟର ଶୁଭ ଉଦଘାଟନ ହୋଇଯାଇଛି। ଉଦଘାଟକ ଭାବେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଯୋଗ ଦେଇଥିଲେ। ଏହି ଅବସରରେ ତାଙ୍କର ଧର୍ମପତ୍ନୀ କୁନ୍ତଳା କୁମାରୀ ପଣ୍ଡା, ଯୂବନେତା ଡା. ଅଣୁମାଧବ ପଣ୍ଡା, ଯୂବନେତା ନୀଳମାଧଵ ପଣ୍ଡା, ସିମୁଳିଆ ବ୍ଲକ୍ ଅଧ୍ୟକ୍ଷ ବାବାଜୀ ଚରଣ ମଲ୍ଲିକ, ୪୦ ନଂ ଜୋନ୍ ଜିଲ୍ଲା ପରିଷଦ ରମେଶ ଚନ୍ଦ୍ର ସାହୁ ଓ ଅନ୍ୟାନ୍ୟ ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।