ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ସନ୍ଦେହ

ଖଲ୍ଲିକୋଟ ୧୭।୧୦: ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲକ୍ଷ୍ମୀ ନାରାୟଣପୁର ଗୋପପୁର ନିକଟ ଜଙ୍ଗଲରୁ ଉଦ୍ଧାର ହୋଇଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର । ଚାରି ପାଞ୍ଚ ଦିନ ପୂର୍ବରୁ ଏଭଳି ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।You Can Read:ଚଳନ୍ତା ଅଟୋରେ ଲୁଟ୍ ଉଦ୍ୟମ କଲେ ଚାଳକ, ଡେଇଁ ପଡିଲେ ଦୁଇ ଛାତ୍ରୀ 

ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ସନ୍ଦେହ

ଖଲ୍ଲିକୋଟ ୧୭।୧୦: ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲକ୍ଷ୍ମୀ ନାରାୟଣପୁର ଗୋପପୁର ନିକଟ ଜଙ୍ଗଲରୁ ଉଦ୍ଧାର ହୋଇଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । 

ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର । ଚାରି ପାଞ୍ଚ ଦିନ ପୂର୍ବରୁ ଏଭଳି ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

You Can Read:

ଚଳନ୍ତା ଅଟୋରେ ଲୁଟ୍ ଉଦ୍ୟମ କଲେ ଚାଳକ, ଡେଇଁ ପଡିଲେ ଦୁଇ ଛାତ୍ରୀ