ଜଙ୍ଗଲରୁ ମିଳିଲା ମାଈହାତୀର ମୃତଦେହ
ଅନୁଗୋଳ,୩।୬: ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଡଙ୍ଗପାଳ ଜଙ୍ଗଲରେ ମଙ୍ଗଳବାର ଏକ ମାଈହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ହେଲେ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ଘଟିଲା ତାହା ଜଣାପଡ଼ି ନାହିଁ। ଅ୍ୟନ୍ୟପକ୍ଷେ ହାତୀମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିବା ସହ ଘଟଣାର ତଦନ୍ତ ଦାବି କରିଛନ୍ତି। ଖବର ପାଇ ବନକର୍ମଚାରୀ ଘଟଣାସ୍ଥଳର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। The post ଜଙ୍ଗଲରୁ ମିଳିଲା ମାଈହାତୀର ମୃତଦେହ appeared first on Dharitri Odia News.
ଅନୁଗୋଳ,୩।୬: ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଡଙ୍ଗପାଳ ଜଙ୍ଗଲରେ ମଙ୍ଗଳବାର ଏକ ମାଈହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ହେଲେ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ଘଟିଲା ତାହା ଜଣାପଡ଼ି ନାହିଁ।
ଅ୍ୟନ୍ୟପକ୍ଷେ ହାତୀମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିବା ସହ ଘଟଣାର ତଦନ୍ତ ଦାବି କରିଛନ୍ତି। ଖବର ପାଇ ବନକର୍ମଚାରୀ ଘଟଣାସ୍ଥଳର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
The post ଜଙ୍ଗଲରୁ ମିଳିଲା ମାଈହାତୀର ମୃତଦେହ appeared first on Dharitri Odia News.