ଜଙ୍ଗଲରେ ମାଓବାଦୀ ଛାପୁଛନ୍ତି ଜାଲ୍ ନୋଟ୍
ଭୁଶୁଡ଼ି ପଡ଼ୁଛି ଲାଲଗଡ଼, ଉଜୁଡ଼ି ଯାଉଛି ମାଓ ଶିବିର । ଯବାନଙ୍କ ଲଗାତାର ଏନକାଉଣ୍ଟର ଆଗରେ ଧରାଶାୟୀ ମାଓବାଦୀଙ୍କ ଆର୍ଥିକ ମେରୁଦଣ୍ଡ । ଆଉ ଶେଷରେ ନକଲି ନୋଟକୁ ଅସ୍ତ୍ର କରି ନୂଆ ଚାଲ୍ ଖେଳୁଛି ଲାଲବାହିନୀ।