ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି

ଚଳିତ ଜନଗଣନା ପ୍ରକ୍ରିୟାରେ ପ୍ରାୟ ୩୪ ଲକ୍ଷ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବେ । ସେହିପରି ୧.୩ ଲକ୍ଷ ଜନଗଣନା କାର୍ଯ୍ୟକର୍ତ୍ତା ଅତ୍ୟାଧୁନିକ ମୋବାଇଲ୍ ଡିଜିଟାଲ୍ ଗ୍ୟାଜେଟ୍ ସହିତ କାର୍ଯ୍ୟ ପରିଚାଳନା କରିବେ।

ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି
Array