ଜନ୍ମଦିନରେ ଓଡ଼ିଶା ଆସିଲେ; 'ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ମୋଦି...ଦେଖନ୍ତୁ କିଛି ଝଲକ୍

'ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜନତା ମଇଦାନରେ ସ୍ବତନ୍ତ୍ର ଉତ୍ସବରେ ବଟନ ଟିପି ଶୁଭାରମ୍ଭ କରିଛନ୍ତି । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।