ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ସମ୍ବଲପୁର:ଆଜି ଜମନକିରା ବ୍ଲକ କାର୍ଯ୍ୟାଳୟରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ କୁମାର ଭାମୁ ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ମୋଟ ୫୬ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୪୪ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣି ଠାରେ ୦୧ ଜଣ […] The post ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି appeared first on Odisha.News.

ସମ୍ବଲପୁର:ଆଜି ଜମନକିରା ବ୍ଲକ କାର୍ଯ୍ୟାଳୟରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ କୁମାର ଭାମୁ ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ମୋଟ ୫୬ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୪୪ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣି ଠାରେ ୦୧ ଜଣ ହିତାଧିକାରୀ ଙ୍କୁ ହୁଇଲ ଚେୟାର, ୦୧ ଜଣ ହିତାଧିକାରୀ ଙ୍କୁ ଲେପ୍ରସି କିଟ ପ୍ରଦାନ କରାଯାଇଥିଲା।
The post ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି appeared first on Odisha.News.