ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ
ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ଏନେଇ ଉଭୟ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାପଡିଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ୪ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। The post ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ appeared first on Dharitri Odia News.
ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର ରୂପ ନେଇଥିଲା।
ସଂଘର୍ଷରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ଏନେଇ ଉଭୟ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାପଡିଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ୪ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
The post ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ appeared first on Dharitri Odia News.