ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା, ୩ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ
ଭୁବନେଶ୍ବର ୨୧।୬: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା । ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରେ ୩ ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଅଭିଯୁକ୍ତ । ଭରତପୁରର ୨୦ରୁ ୩୦ଜଣ ଯୁବକ ସଂଘବଦ୍ଧ ଭାବରେ ଆସି ଆକ୍ରମଣ କରିଥିବା ଅଭିଯୋଗ । ଆକ୍ରମଣରେ ବିଶୁ, ବାପି, ସଂଗ୍ରାମ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଘଟଣାସ୍ଥଳରେ ଭରତପୁର ଥାନା ଅଧିକାରୀ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି ।ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ବାଇକ୍ ପାର୍କିଂକୁ ନେଇ ହଣାକଟାଗତ ୧୪ ତାରିଖରେ ଭୁବନେଶ୍ୱର ଧଉଳି ଥାନା ଲିଙ୍ଗିପୁର ଛକ ନିକଟରେ ଖଣ୍ଡା ବୁଲିଥିଲା । ଘର ଆଗରେ ବାଇକ୍ କାଢିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଥିଲା । ଯାହାପରେ ୮ ରୁ ୧୦ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏପିରିକି ଏହି ଗଣ୍ଡଗୋଳରେ କାର୍ର କାଚ ଭାଙ୍ଗିବା ସହ ଥଣ୍ଡା ବୋତଲରେ ଆକ୍ରମଣ ହୋଇଥିବା ସୂଚନା ମିଳିଥିଲା । You Can Read:ବାଇକ୍ ରଖି ଖାଉଥିଲେ ଜଳଖିଆ, ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଭୁବନେଶ୍ବର ୨୧।୬: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା । ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରେ ୩ ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଅଭିଯୁକ୍ତ । ଭରତପୁରର ୨୦ରୁ ୩୦ଜଣ ଯୁବକ ସଂଘବଦ୍ଧ ଭାବରେ ଆସି ଆକ୍ରମଣ କରିଥିବା ଅଭିଯୋଗ । ଆକ୍ରମଣରେ ବିଶୁ, ବାପି, ସଂଗ୍ରାମ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଘଟଣାସ୍ଥଳରେ ଭରତପୁର ଥାନା ଅଧିକାରୀ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି ।
ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ବାଇକ୍ ପାର୍କିଂକୁ ନେଇ ହଣାକଟା
ଗତ ୧୪ ତାରିଖରେ ଭୁବନେଶ୍ୱର ଧଉଳି ଥାନା ଲିଙ୍ଗିପୁର ଛକ ନିକଟରେ ଖଣ୍ଡା ବୁଲିଥିଲା । ଘର ଆଗରେ ବାଇକ୍ କାଢିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଥିଲା । ଯାହାପରେ ୮ ରୁ ୧୦ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏପିରିକି ଏହି ଗଣ୍ଡଗୋଳରେ କାର୍ର କାଚ ଭାଙ୍ଗିବା ସହ ଥଣ୍ଡା ବୋତଲରେ ଆକ୍ରମଣ ହୋଇଥିବା ସୂଚନା ମିଳିଥିଲା ।
You Can Read:
ବାଇକ୍ ରଖି ଖାଉଥିଲେ ଜଳଖିଆ, ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ