ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ଓମାର ଅବଦୁଲ୍ଲା
ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଶପଥ ସମାରୋହ ପାଇଁ ଅକ୍ଟୋବର ୧୬ ପୂର୍ବାହ୍ନ ୧୧.୩୦ ସମୟ ସ୍ଥିର କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା ଚିଠିରେ ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରାଯାଇଛି। କଂଗ୍ରେସ, ଏଏପି ଏବଂ ସ୍ବାଧୀନ ବିଧାୟକମାନେ ନ୍ୟାଶନାଲ କନଫରେନ୍ସକୁ ସମର୍ଥନ ଜଣାଇ ସାରିଛନ୍ତି। The post ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ଓମାର ଅବଦୁଲ୍ଲା appeared first on Dharitri Odia News.
ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଶପଥ ସମାରୋହ ପାଇଁ ଅକ୍ଟୋବର ୧୬ ପୂର୍ବାହ୍ନ ୧୧.୩୦ ସମୟ ସ୍ଥିର କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା ଚିଠିରେ ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରାଯାଇଛି। କଂଗ୍ରେସ, ଏଏପି ଏବଂ ସ୍ବାଧୀନ ବିଧାୟକମାନେ ନ୍ୟାଶନାଲ କନଫରେନ୍ସକୁ ସମର୍ଥନ ଜଣାଇ ସାରିଛନ୍ତି।
The post ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ଓମାର ଅବଦୁଲ୍ଲା appeared first on Dharitri Odia News.