ଜମ୍ମୁ-କାଶ୍ମୀର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି, ଅନେକ ଗୁରୁତର

ଶ୍ରୀନଗର,୩୦।୫: ଜମ୍ମୁ-କାଶ୍ମୀରର ଅଖନୁର ବସ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସଡ଼କ ଦୁର୍ଘଟଣାର ଖବର ପାଇ ପୀଡିତଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। The post ଜମ୍ମୁ-କାଶ୍ମୀର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି, ଅନେକ ଗୁରୁତର appeared first on Dharitri Odia News.

ଜମ୍ମୁ-କାଶ୍ମୀର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି, ଅନେକ ଗୁରୁତର

ଶ୍ରୀନଗର,୩୦।୫: ଜମ୍ମୁ-କାଶ୍ମୀରର ଅଖନୁର ବସ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସଡ଼କ ଦୁର୍ଘଟଣାର ଖବର ପାଇ ପୀଡିତଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

The post ଜମ୍ମୁ-କାଶ୍ମୀର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି, ଅନେକ ଗୁରୁତର appeared first on Dharitri Odia News.