ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ସୁରକ୍ଷିତ ଭାବେ ଫେରାଇ ଆଣିଥିଲେ ସରକାର । ଘରକୁ ଫେରିବା ପରେ ଜମ୍ମୁର କିପରି ଜୀବନ କଟିଥିଲା ତାହା ବଖାଣିଛନ୍ତି l ସେପଟେ ଝିଅ ସୁରକ୍ଷିତ ଭାବେ ଘରେ ପହଞ୍ଚିଥିବା […] The post ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ appeared first on KNews Odisha.

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ
puri girl

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ସୁରକ୍ଷିତ ଭାବେ ଫେରାଇ ଆଣିଥିଲେ ସରକାର । ଘରକୁ ଫେରିବା ପରେ ଜମ୍ମୁର କିପରି ଜୀବନ କଟିଥିଲା ତାହା ବଖାଣିଛନ୍ତି l ସେପଟେ ଝିଅ ସୁରକ୍ଷିତ ଭାବେ ଘରେ ପହଞ୍ଚିଥିବା କେନ୍ଦ୍ର ସରକାର, ରାଜ୍ୟସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ପରିବାର ଲୋକେ l

The post ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ appeared first on KNews Odisha.