ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଘରର ସମସ୍ତ ଆସବାପତ୍ର ସହ ସମ୍ପତ୍ତି ପୋଡି ଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ତଦନ୍ତ ଜାରି ରିହିଛି। ଅନ୍ୟପକ୍ଷେ ପରିବାର ଲୋକେ ବାସହରା ହୋଇପଡିଥିବା ବେଳେ ତୁରନ୍ତ ଘଟଣାର […] The post ଜଳିଗଲା ୪ବଖରା ଘର appeared first on Dharitri Odia News.

ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଘରର ସମସ୍ତ ଆସବାପତ୍ର ସହ ସମ୍ପତ୍ତି ପୋଡି ଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ତଦନ୍ତ ଜାରି ରିହିଛି।

ଅନ୍ୟପକ୍ଷେ ପରିବାର ଲୋକେ ବାସହରା ହୋଇପଡିଥିବା ବେଳେ ତୁରନ୍ତ ଘଟଣାର ତଦନ୍ତ କରି ଆବଶ୍ୟକ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି।

The post ଜଳିଗଲା ୪ବଖରା ଘର appeared first on Dharitri Odia News.