ଜଷ୍ଟିସ୍ ଭରାଲେ ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ନେଲେ
ନୂଆଦିଲ୍ଲୀ,୨୫।୧: କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ପି.ବି. ଭରାଲେ ଗୁରୁବାର ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ତାଙ୍କ ଶପଥ ଗ୍ରହଣ ପରେ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚିଛି। The post ଜଷ୍ଟିସ୍ ଭରାଲେ ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ନେଲେ appeared first on Dharitri Odia News.
ନୂଆଦିଲ୍ଲୀ,୨୫।୧: କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ପି.ବି. ଭରାଲେ ଗୁରୁବାର ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ତାଙ୍କ ଶପଥ ଗ୍ରହଣ ପରେ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚିଛି।
The post ଜଷ୍ଟିସ୍ ଭରାଲେ ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ନେଲେ appeared first on Dharitri Odia News.