ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ,୭।୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ବୁଧବାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୋଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। The post ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି appeared first on Dharitri Odia News.

ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ,୭।୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ବୁଧବାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୋଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ।

The post ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି appeared first on Dharitri Odia News.