ଜାତୀୟ ରାଜପଥରେ ଓଲଟିଲା ବସ୍: ୮ ଆହତ
ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍ ଓଭରଟେକ୍ କରିବାକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଛି। ଫଳରେ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ବାଲୁଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବସ୍ଟି ଭୁବନେଶ୍ବରରୁ ବ୍ରହ୍ମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। The post ଜାତୀୟ ରାଜପଥରେ ଓଲଟିଲା ବସ୍: ୮ ଆହତ appeared first on Dharitri Odia News.
ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍ ଓଭରଟେକ୍ କରିବାକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଛି। ଫଳରେ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି।
ଆହତଙ୍କୁ ବାଲୁଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବସ୍ଟି ଭୁବନେଶ୍ବରରୁ ବ୍ରହ୍ମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
The post ଜାତୀୟ ରାଜପଥରେ ଓଲଟିଲା ବସ୍: ୮ ଆହତ appeared first on Dharitri Odia News.