ଜାତୀୟ ରାଜପଥରେ ଜଳିଗଲା ଟ୍ରକ

ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ଶଟ୍‌ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ଟି କେନ୍ଦୁଝରରୁ ସମ୍ବଲପୁର ଆସୁଥିଲା। ହେଲେ ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ହଠାତ୍‌ ଟ୍ରକ୍‌ରେ ନିଆଁ ଲାଗିଯାଇଥିଲା। ଟ୍ରକ୍‌ରେ ନିଆଁ ଲାଗିଥିବା ଦେଖି ଡ୍ରାଇଭର ଟ୍ରକରୁ ଓହ୍ଲାଇ ପଡ଼ିଥିଲେ। ଫଳରେ […] The post ଜାତୀୟ ରାଜପଥରେ ଜଳିଗଲା ଟ୍ରକ appeared first on Dharitri Odia News.

ଜାତୀୟ ରାଜପଥରେ ଜଳିଗଲା ଟ୍ରକ

ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ଶଟ୍‌ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ଟି କେନ୍ଦୁଝରରୁ ସମ୍ବଲପୁର ଆସୁଥିଲା। ହେଲେ ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ହଠାତ୍‌ ଟ୍ରକ୍‌ରେ ନିଆଁ ଲାଗିଯାଇଥିଲା। ଟ୍ରକ୍‌ରେ ନିଆଁ ଲାଗିଥିବା ଦେଖି ଡ୍ରାଇଭର ଟ୍ରକରୁ ଓହ୍ଲାଇ ପଡ଼ିଥିଲେ। ଫଳରେ ସେ ଅଳ୍ପକେବର୍ତ୍ତି ଯାଇଛନ୍ତି। ଖବର ପାଇଁ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଟ୍ରକଟି ପୋଡ଼ି ନଷ୍ଟ ହୋଇଯାଇଛ

The post ଜାତୀୟ ରାଜପଥରେ ଜଳିଗଲା ଟ୍ରକ appeared first on Dharitri Odia News.