ଜାନୁଆରୀ ମାସ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୬।୧: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ। The post ଜାନୁଆରୀ ମାସ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ appeared first on Dharitri Odia News.

ଜାନୁଆରୀ ମାସ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୬।୧: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।

The post ଜାନୁଆରୀ ମାସ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ appeared first on Dharitri Odia News.