ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୩।୧: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ appeared first on Dharitri Odia News.

ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୩।୧: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ appeared first on Dharitri Odia News.