ଜାନୁଆରୀରୁ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନସୂଚକ ସହାୟକ ରାଶି, ମାସିକ ପାଇବେ ୩୦ହଜାର ଟଙ୍କା

ଭୁବନେଶ୍ବର ୧୬।୧: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି । ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟକ ରାଶି ପ୍ରଦାନ କରିବେ ରାଜ୍ୟ ସରକାର । ମାସିକ ୩୦ ହଜାର ଟଙ୍କାର ସହାୟକ ରାଶି ଦେବେ ସରକାର । ଚଳିତ ଜାନୁଆରୀ ମାସଠାରୁଏହି ସହାୟକ ରାଶି ପ୍ରଦାନ କରାଯିବ । ଏ ନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତେବେ ପୂର୍ବରୁ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି ମିଳିବ ବୋଲି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାରପ୍ରାପ୍ତ ବ୍ୟକ୍ତି ବିଶେଷ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇବେ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି ।You Can Read:୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା

ଜାନୁଆରୀରୁ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନସୂଚକ ସହାୟକ ରାଶି, ମାସିକ ପାଇବେ ୩୦ହଜାର ଟଙ୍କା

ଭୁବନେଶ୍ବର ୧: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି । ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟକ ରାଶି ପ୍ରଦାନ କରିବେ ରାଜ୍ୟ ସରକାର । ମାସିକ ୩୦ ହଜାର ଟଙ୍କାର ସହାୟକ ରାଶି ଦେବେ ସରକାର । ଚଳିତ ଜାନୁଆରୀ ମାସଠାରୁଏହି ସହାୟକ ରାଶି ପ୍ରଦାନ କରାଯିବ । ଏ ନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । 

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । 

ତେବେ ପୂର୍ବରୁ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି ମିଳିବ ବୋଲି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାରପ୍ରାପ୍ତ ବ୍ୟକ୍ତି ବିଶେଷ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇବେ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି ।

You Can Read:

୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା