ଜିଲ୍ଲାସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ, ପୁରୀ ଚମ୍ପିଆନ
ଗୁରୁଡ଼ିଝାଟିଆ: କଖଡି ୟୁଥ କ୍ଲବ ପକ୍ଷରୁ ଘାଟକୂଳ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଏକଦିବସୀୟ ଦିବାରାଜ୍ରୀ ଭଲିବଲ ଟୁର୍ଣ୍ଣାମେଣ୍ଟରେ ନୟାଗଡ଼ ଇଟାମାଟିକୁ ହରାଇ ପୁରୀ ଚମ୍ପିଆନ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟରେ କଟକ, ପୁୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ର ପ୍ରମୁଖ ୪ଟି ଦଳ ଅଂଶଗ୍ରହଣ କରିଥିଲେ। ଯୁବନେତା ଆଦିତ୍ୟ ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉଦଯାପନୀ ଉତ୍ସବରେ ଚମ୍ପିଆନ ପୁରୀ ଦଳକୁ ଗ୍ରାମ୍ୟ କମିଟି ସଭାପତି ଦିଲ୍ଲିପ କୁମାର ଛତାର […]

ଗୁରୁଡ଼ିଝାଟିଆ: କଖଡି ୟୁଥ କ୍ଲବ ପକ୍ଷରୁ ଘାଟକୂଳ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଏକଦିବସୀୟ ଦିବାରାଜ୍ରୀ ଭଲିବଲ ଟୁର୍ଣ୍ଣାମେଣ୍ଟରେ ନୟାଗଡ଼ ଇଟାମାଟିକୁ ହରାଇ ପୁରୀ ଚମ୍ପିଆନ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟରେ କଟକ, ପୁୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ର ପ୍ରମୁଖ ୪ଟି ଦଳ ଅଂଶଗ୍ରହଣ କରିଥିଲେ। ଯୁବନେତା ଆଦିତ୍ୟ ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉଦଯାପନୀ ଉତ୍ସବରେ ଚମ୍ପିଆନ ପୁରୀ ଦଳକୁ ଗ୍ରାମ୍ୟ କମିଟି ସଭାପତି ଦିଲ୍ଲିପ କୁମାର ଛତାର ,ସନ୍ତୋଷ କୁମାର ପ୍ରଧାନ ଉପସ୍ଥିତ ଟ୍ରଫି ପ୍ରଦାନ କରିଥିଲେ।