ଜୀବନ ଯୁଦ୍ଧରେ ହାରି ନାହାନ୍ତି ଅଞ୍ଜଳି
ଜନ୍ମରୁ ଦିବ୍ୟାଙ୍ଗ। କିନ୍ତୁ କେବେ ଜୀବନ ଯୁଦ୍ଧରେ ହାରି ନାହାନ୍ତି। ଶାରୀରିକ ଅକ୍ଷମତା ସତ୍ତ୍ବେ ସ୍ବାବଲମ୍ବୀ ହୋଇଛନ୍ତି। ଟେଲର ଦୋକାନ କରି ଚଳାଉଛନ୍ତି ପରିବାର।