ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)। ତାଙ୍କ ସ୍ବାମୀ ପୁରୁଷୋତ୍ତମ ବେହେରା ଦୁବାଇରେ ରହୁଛନ୍ତି। ସେମାନଙ୍କର ଗୋଟିଏ ଝିଅ ଅଛି। କୌଣସି କାରଣବଶତଃ ସୋମବାର ସକାଳେ ପିଙ୍କି ବେକରେ ରଶି ଲଗାଇ ଓହଲି ପଡ଼ିଥିଲେ। ଶାଶୁ ଶ୍ୱଶୁର ଗାଁ ଲୋକଙ୍କ ସହାୟତାରେ ତାଙ୍କୁ ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଗଞ୍ଜାମ […] The post ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ appeared first on Dharitri Odia News.

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)। ତାଙ୍କ ସ୍ବାମୀ ପୁରୁଷୋତ୍ତମ ବେହେରା ଦୁବାଇରେ ରହୁଛନ୍ତି। ସେମାନଙ୍କର ଗୋଟିଏ ଝିଅ ଅଛି। କୌଣସି କାରଣବଶତଃ ସୋମବାର ସକାଳେ ପିଙ୍କି ବେକରେ ରଶି ଲଗାଇ ଓହଲି ପଡ଼ିଥିଲେ। ଶାଶୁ ଶ୍ୱଶୁର ଗାଁ ଲୋକଙ୍କ ସହାୟତାରେ ତାଙ୍କୁ ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଗଞ୍ଜାମ ଥାନା ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

The post ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ appeared first on Dharitri Odia News.